everyday-lives-of-queer-people-in-rural-india-or

Jun 29, 2023

ଗ୍ରାମୀଣ ଭାରତରେ ବିବିଧଲିଙ୍ଗୀ ବ୍ୟକ୍ତିଙ୍କ ନିତିଦିନିଆ ଜୀବନ

ସମଲିଙ୍ଗୀ ବ୍ୟକ୍ତିମାନଙ୍କ ପକ୍ଷରୁ ସ୍ୱାଭିମାନ ମାସ ପାଳନ ଅବସରରେ, ବଡ଼ ବଡ଼ ନଗର ଓ ସହରଠାରୁ ଦୂରରେ, ଗ୍ରାମାଞ୍ଚଳରେ ରହୁଥିବା ଏବଂ ବ୍ୟକ୍ତିଗତ ଓ ବୃତ୍ତିଗତ ଜୀବନରେ ସାମାଜିକ ବାସନ୍ଦର ସମ୍ମୁଖୀନ ହୋଇ ଆସୁଥିବା ବିବିଧଲିଙ୍ଗୀ ସଂପ୍ରଦାୟର ସ୍ୱର ଏବଂ ସେମାନଙ୍କ ସଂପର୍କିତ ତଥ୍ୟ ଉପରେ ଆଲୋକପାତ କରେ PARI ଲାଇବ୍ରେରୀ ଟିମ୍‌

Want to republish this article? Please write to [email protected] with a cc to [email protected]

Editor

PARI Library Team

ଲୋକଙ୍କ ଦୈନନ୍ଦିନ ଜୀବନ ସଂପର୍କିତ ଏକ ଉପାଦେୟ ସମ୍ବଳ ସଂଗ୍ରହାଗାର ସ୍ଥାପନ ଦିଗରେ PARI ଲାଇବ୍ରେରୀ ଟିମ୍‌ର ସଦସ୍ୟ ଦୀପାଞ୍ଜଳି ସିଂହ, ସ୍ୱଦେଶା ଶର୍ମା ଏବଂ ସିଦ୍ଧିତା ସୋନାବାନେ ଆବଶ୍ୟକ ନଥିପତ୍ର ପ୍ରସ୍ତୁତି ଦିଗରେ ଉଦ୍ୟମରତ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।