everyone-accepts-me-the-way-i-am-or

Chengalpattu, Tamil Nadu

Mar 31, 2024

‘ମୁଁ ଯେମିତି ସମସ୍ତେ ମୋତେ ସେମିତି ଗ୍ରହଣ କରିଛନ୍ତି’

ତୁଳସୀ ଇରୁଲର ସମ୍ପ୍ରଦାୟର ହୋଇଥିବାବେଳେ କିନ୍ନର ଲୋକଙ୍କ ତିରୁନଙ୍ଗଇ ସମାଜର ସଦସ୍ୟ ଅଟନ୍ତି। ଜଣେ ଏକାକିନୀ ଅଭିଭାବକ ରୂପରେ, ସେ ଦିନ ମଜୁରିଆ ଭାବେ କାମ କରି, ମନ୍ଦିର ଅନୁଷ୍ଠାନରେ ଭାଗ ନେଇ ଏବଂ ଆୟୁର୍ବେଦ ଚିକିତ୍ସା କରି ନିଜର ଭରଣ-ପୋଷଣ କରିଥା’ନ୍ତି । ଅନ୍ତର୍ଜାତୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ ଉପରେ ଏକ କାହାଣୀ

Want to republish this article? Please write to [email protected] with a cc to [email protected]

Author

Smitha Tumuluru

ସ୍ମିତା ଟୁମୁଲୁରୁ ବେଙ୍ଗାଲୁରରେ ରହୁଥିବା ଜଣେ ପ୍ରାମାଣିକ ଫଟୋଗ୍ରାଫର। ସେ ଗ୍ରାମୀଣ ଜୀବନକୁ ନେଇ ରିପୋର୍ଟିଂ ଓ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି ଯାହା ତାମିଲନାଡ଼ୁରେ ତାଙ୍କର ବିକାଶମୂଳକ ପ୍ରକଳ୍ପ ଉପରେ କାମରୁ ସୂଚନା ମିଳିଥାଏ।

Editor

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।