forging-music-for-the-fields-or

Palamu, Jharkhand

Jul 10, 2025

କ୍ଷେତ ପାଇଁ ସଙ୍ଗୀତ ତିଆରି

ଏକଦା ଗାଈଗୋରୁଙ୍କ ବେକରେ ଝୁଲୁଥିବା ହାତତିଆରି ଘଣ୍ଟିର ଝଙ୍କାର ଆଜିକାଲି ଆଉ ଶୁଣିବାକୁ ମିଳୁନି, କିନ୍ତୁ ରଘୁବୀର ବିଶ୍ଵକର୍ମାଙ୍କ ଭଳି ଘଣ୍ଟି କାରିଗର ଏବେ ବି ଏହି ପାରମ୍ପରିକ କଳାକୁ ବଞ୍ଚାଇ ରଖିପାରିଛନ୍ତି, ନିଜର ଗୁଜରାଣ ମେଣ୍ଟାଇବା ପାଇଁ ଖଣ୍ଡିଏ ଛୋଟ ଜମିର ଦେଖାଶୁଣା ମଧ୍ୟ କରୁଛନ୍ତି

Want to republish this article? Please write to [email protected] with a cc to [email protected]

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Editor

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।