from-the-drought-land-or

-, Madhya Pradesh

Jul 14, 2024

ମରୁଡ଼ି ଅଞ୍ଚଳର କଥା

କେନ୍ଦ୍ରୀୟ ଭାରତର ଚାଷୀମାନେ ଚଳିତ ବର୍ଷ ଦେଶର ଉତ୍ତର ଭାଗରେ ପ୍ରବାହିତ ଅତି ଉତ୍ତପ୍ତ ଲହର ଯୋଗୁଁ ଚାଷୀମାନେ ଯେଉଁ ଭଳି କରାଳ ପାଗର ସମ୍ମୁଖୀନ ହୋଇଛନ୍ତି ସେ ସମ୍ପର୍କରେ ଜଣେ କବିଙ୍କର ବର୍ଣ୍ଣନା

Want to republish this article? Please write to [email protected] with a cc to [email protected]

Author

Syed Merajuddin

ସଇଦ ମେରାଜୁଦ୍ଦିନ ଜଣେ କବି ଓ ଶିକ୍ଷକ। ସେ ମଧ୍ୟପ୍ରଦେଶର ଅଗରାରେ ରହନ୍ତି ଓ ଆଧାରଶିଳା ଶିକ୍ଷା ସମିତି ନାମକ ଅନୁଷ୍ଠାନର ଯୁଗ୍ମ ପ୍ରତିଷ୍ଠାତା ଓ ସମ୍ପାଦକ। ଏହି ଅନୁଷ୍ଠାନ ପକ୍ଷରୁ କୁନୋ ଜାତୀୟ ଅଭୟାରଣ୍ୟର ଦଳିତ ଓ ଆଦିବାସୀ ସମ୍ପ୍ରଦାୟର ବିସ୍ଥାପିତ ଶିଶୁମାନଙ୍କ ପାଇଁ ଗୋଟିଏ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ଥାପନ ଓ ସଂଚାଳନ କରାଯାଉଛି। ସେ ସମ୍ପ୍ରତି କୁନୋ ଜାତୀୟ ଅଭୟାରଣ୍ୟର ସୀମା ନିକଟରେ ରହୁଛନ୍ତି।

Illustration

Manita Kumari Oraon

ମନିତା କୁମାରୀ ଓରାଓଁ ଝାଡ଼ଖଣ୍ଡରେ ରହୁଥିବା ଜଣେ କଳାକାର। ସେ ଆଦିବାସୀ ସମୁଦାୟ ପାଇଁ ସାମାଜିକ ଓ ସାଂସ୍କୃତିକ ଗୁରୁତ୍ୱ ବହନ କରୁଥିବା ପ୍ରସଙ୍ଗ ଉପରେ ମୂର୍ତ୍ତି ଓ ଚିତ୍ର ଆଙ୍କିଥାନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।