godna-art-stories-in-ink-or

Ranchi, Jharkhand

Dec 12, 2024

ଗୋଦନା କଳା: କାଳି ମାଧ୍ୟମରେ କାହାଣୀ

ପ୍ରତ୍ୟେକ ଜନଜାତି ଏବଂ ଜାତି ପାଇଁ ସ୍ୱତନ୍ତ୍ର, ଗୋଦନା ହେଉଛି ଟାଟୁ କରିବାର କଳା ଯାହା ମୁଖ୍ୟତଃ ଝାଡ଼ଖଣ୍ଡର ମହିଳାମାନେ କରିଥାନ୍ତି । ଏହି ପ୍ରାଚୀନ କଳାରେ ରୋଗ ଉପଚାର ଶକ୍ତି ରହିଛି ବୋଲି ବିଶ୍ୱାସ କରାଯାଏ । କିନ୍ତୁ ଟାଟୁଗୁଡ଼ିକ ମଧ୍ୟ ଜାତି, ଲିଙ୍ଗ ଏବଂ ଅନ୍ୟାନ୍ୟ ସାମାଜିକ ଚିହ୍ନ ଭାବରେ କାର୍ଯ୍ୟ କରିଥାଏ

Want to republish this article? Please write to [email protected] with a cc to [email protected]

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।