going-nuts-over-a-game-in-arunachal-pradesh-or

West Kameng, Arunachal Pradesh

Jan 23, 2025

ଅରୁଣାଚଳ ପ୍ରଦେଶର ଗୋଟିଏ ଖେଳରେ ମତୁଆଲା ଅବସ୍ଥା

ଏହି ଭିଡିଓ କାହାଣୀ ନେଇଯାଏ ଅରୁଣାଚଳ ପ୍ରଦେଶରେ ଅବସ୍ଥିତ ହିମାଳୟର ଗାଁ ଚୁଗକୁ ଯେଉଁଠାରେ ଅପରାହ୍ନର କୋମଳ ଖରା ଓ ମୋଂପା ଗାଁର ପିଲାମାନଙ୍କୁ ଖେଳରୁ ମିଳୁଥିବା ଜୀବନର ସରଳ ଖୁସି ଆପଣଙ୍କୁ ବତୁରାଇ ଦେବ

Want to republish this article? Please write to [email protected] with a cc to [email protected]

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।