gondias-poor-still-bank-on-3ms-mahua-mnrega-and-migration-or

Bhandara, Maharashtra

Apr 20, 2024

ଏବେ ବି ଗୋନ୍ଦିଆର ଦରିଦ୍ରଙ୍କ ସାହାଭରସା: ମହୁଲ, ମନରେଗା ଏବଂ ପ୍ରବାସନ

ଆଜି ବି ମହୁଲ, କେନ୍ଦୁପତ୍ର ଭଳି ଲଘୁ ବନଜାତ ସାମଗ୍ରୀ ସହିତ ମହାତ୍ମା ଗାନ୍ଧି ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା (ମନରେଗା) ଉପରେ ନିର୍ଭର କରି ଚଳନ୍ତି ଭାରତର ଅତି ଦରିଦ୍ର ପରିବାରର ଲୋକେ । ୨୦୨୪ର ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି (ଏପ୍ରିଲ ୧୯) ସେମାନେ ଭୋଟ ଦେବାକୁ ଯାଉଥିବା ବେଳେ ଏଠାକାର ଆଦିବାସୀ ଗାଁ ଅରତତୋଣ୍ଡିର ଲୋକେ କହନ୍ତି ଯେ, ଗତ ୧୦ ବର୍ଷରେ ସେମାନଙ୍କ ଜୀବନ ଧାରଣର ପନ୍ଥା ଅଧିକରୁ ଅଧିକ ଜଟିଳ ହୋଇପଡ଼ିଛି

Want to republish this article? Please write to [email protected] with a cc to [email protected]

Author

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।