hyperrealism-and-the-art-of-sathyapriya-or

Madurai, Tamil Nadu

Nov 09, 2024

ଅତିବାସ୍ତବବାଦ ଏବଂ ସତ୍ୟପ୍ରିୟାଙ୍କ କଳା

ମଦୁରାଇରେ ରହୁଥିବା ସତ୍ୟପ୍ରିୟା ଖୁବ୍‌ କମ୍‌ ବୟସରୁ ଭେଦଭାବର ତୀର ଏବଂ ଆଘାତର ସାମ୍ନା କରିଛନ୍ତି। ଏସବୁ ଏବଂ ଅନ୍ୟାନ୍ୟ ଅନୁଭବ ତାଙ୍କୁ କଳା ଆଡ଼କୁ ଆକର୍ଷିତ କରାଇଛି ଯାହା ମାଧ୍ୟମରେ ସେ ଅଧିକ ନ୍ୟାୟପୂର୍ଣ୍ଣ ଏବଂ ମାନବିକ ଦୁନିଆକୁ ପରିପ୍ରକାଶ କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Author

Sathyapriya

ସତ୍ୟପ୍ରିୟା ମଦୁରାଇରେ ରହୁଥିବା ଜଣେ ଚିତ୍ରକର। ସେ ଅତିବାସ୍ତବବାଦ ଶୈଳୀର ଚିତ୍ର ଆଙ୍କିଥା’ନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।