i-cannot-lead-a-false-life-or

Chengalpattu, Tamil Nadu

Dec 07, 2024

‘ମୁଁ ମିଛ ଜୀବନ ବଞ୍ଚି ପାରିବି ନାହିଁ’

ରମ୍ୟା ଜଣେ ଟ୍ରାନ୍ସ ଓମେନ୍ ବା ଲିଙ୍ଗ ପରିବର୍ତ୍ତନ କରିଥିବା ସ୍ତ୍ରୀ ଲୋକ, ଯାହାଙ୍କୁ ତାଙ୍କ ଇରୁଲାର ସମାଜରେ ଥିରୁନାନଗେଇସ (କିନ୍ନର) ବୋଲି କୁହାଯାଏ। ସେ କହନ୍ତି କି ତାଙ୍କ ପରି କିନ୍ନର ବା ଟ୍ରାନ୍ସ ଓମେନ୍‌ମାନଙ୍କର ନାଗରିକ ଓ ରାଜନୈତିକ ଅନୁଷ୍ଠାନ ବୃଦ୍ଧି ପାଉଛି, ଏବଂ ସେ ଖୁବ ଶୀଘ୍ର ନିର୍ବାଚନ ଲଢିବା ପାଇଁ ଯୋଜନା କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

Smitha Tumuluru

ସ୍ମିତା ଟୁମୁଲୁରୁ ବେଙ୍ଗାଲୁରରେ ରହୁଥିବା ଜଣେ ପ୍ରାମାଣିକ ଫଟୋଗ୍ରାଫର। ସେ ଗ୍ରାମୀଣ ଜୀବନକୁ ନେଇ ରିପୋର୍ଟିଂ ଓ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି ଯାହା ତାମିଲନାଡ଼ୁରେ ତାଙ୍କର ବିକାଶମୂଳକ ପ୍ରକଳ୍ପ ଉପରେ କାମରୁ ସୂଚନା ମିଳିଥାଏ।

Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।