i-get-to-share-my-worries-here-or

Bilaspur, Chhattisgarh

Sep 27, 2024

‘ମୁଁ ଏଠାରେ ମୋର ଚିନ୍ତା ବାଣ୍ଟି ପାରୁଛି’

ଛତିଶଗଡ଼ର ବୃଦ୍ଧ ଆଦିବାସୀମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ସହାୟତା ଗୋଷ୍ଠୀ ଏକ ସୁଖଦ ଓ ସାହାଯ୍ୟକାରୀ ଅବସରରେ

Editor

PARI Desk

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।