i-have-come-here-because-i-am-a-woman-or

Kolkata, West Bengal

Sep 28, 2024

‘ମୁଁ ଏଠାକୁ ଆସିଛି, କାରଣ ମୁଁ ଜଣେ ମହିଳା’

କୋଲକାତାର ଆର୍.ଜି.କର ମେଡିକାଲ କଲେଜ ଏବଂ ହସପିଟାଲରେ ଜଣେ ଜୁନିଅର ଡାକ୍ତରଙ୍କୁ ଧର୍ଷଣ ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ରାଜରାସ୍ତାକୁ ଓହ୍ଲାଇ ଆସିଥିଲେ ସାରା ପଶ୍ଚିମବଙ୍ଗର ଶ୍ରମିକ, କୃଷକ ଏବଂ କୃଷି ଶ୍ରମିକମାନେ

Want to republish this article? Please write to [email protected] with a cc to [email protected]

Author

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।