i-hope-they-are-making-khartals-or

Jaisalmer, Rajasthan

Aug 31, 2024

‘ମୁଁ ଆଶା କରୁଛି ସେମାନେ ଖରତାଲ୍ ତିଆରି କରୁଥିବେ’

ରାଜସ୍ଥାନର ପ୍ରତିଷ୍ଠିତ ବାଦ୍ୟଯନ୍ତ୍ର ‘ଖରତାଲ୍’ର ବାକି ରହିଥିବା କିଛି ନିର୍ମାତାମାନଙ୍କ ମଧ୍ୟରୁ ଅନୋପରାମ ସୂତାର ଅନ୍ୟତମ । ଅନ୍ୟମାନେ ଆସବାବପତ୍ର ତିଆରି ପାଇଁ ସହରକୁ ଚାଲି ଯାଇଛନ୍ତି, କାରଣ ସେମାନଙ୍କ କହିବା କଥା ସେଥିରୁ ଭଲ ରୋଜଗାର ହୋଇଥାଏ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Editor

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।