i-inhaled-dust-even-in-my-sleep-or

North 24 Parganas, West Bengal

May 29, 2024

‘ମୁଁ ନିଦରେ ବି ଶ୍ୱାସ ବାଟେ ଧୂଳି ଭିତରକୁ ଟାଣିନିଏ’

ପଶ୍ଚିମବଙ୍ଗ ଉତ୍ତର ୨୪ ପରଗଣା ଜିଲ୍ଲାର ସନ୍ଦେଶଖାଲି ଏବଂ ମିନାଖାନ ବ୍ଲକର ପ୍ରବାସୀ ଶ୍ରମିକମାନେ ରାଜ୍ୟର ଅନ୍ୟ ଭାଗକୁ ଦଳବଦ୍ଧ ହୋଇ କାମ କରିବାକୁ ଯାଇଥିଲେ। କିଛି ବର୍ଷ ପରେ ସେମାନେ ଫେରିଲା ବେଳକୁ ସିଲିକୋସିସ୍‌ରେ ଆକ୍ରାନ୍ତ ହୋଇସାରିଥିଲେ। ୨୦୨୪ ସାଧାରଣ ନିର୍ବାଚନ ସେମାନଙ୍କ ଜୀବନରେ କୌଣସି ପରିବର୍ତ୍ତନ ଆଣିବ ନାହିଁ ବୋଲି ସେମାନେ କୁହନ୍ତି

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

କୋଲକାତାରେ ରହୁଥିବା ରୀତାୟନ ମୁଖାର୍ଜୀଙ୍କର ଫଟୋଗ୍ରାଫି ପ୍ରତି ଆଗ୍ରହ ରହିଛି ଏବଂ ସେ ୨୦୧୬ର ପରୀ ବ୍ୟକ୍ତିତ୍ୱ । ସେ ତିବ୍ଦତୀୟ ମାଳଭୂମି ଅଞ୍ଚଳରେ ଯାଯାବର ପଶୁପାଳକ ସଂପ୍ରଦାୟର ଜୀବନ ଉପରେ ତଥ୍ୟ ସଂଗ୍ରହ କରୁଥିବା ଏକ ଦୀର୍ଘକାଳୀନ ପ୍ରକଳ୍ପରେ କାମ କରୁଛନ୍ତି ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।