if-democracy-is-lost-all-marginalised-communities-lose-or

Bengaluru, Karnataka

May 16, 2024

‘ଯଦି ଗଣତନ୍ତ୍ର ସତ୍ତା ହରାଏ, ସମସ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟ ସତ୍ତା ହରାଇବେ’

ତୃତୀୟ ଲିଙ୍ଗୀ ସମ୍ପ୍ରଦାୟର ସଦସ୍ୟମାନେ ସାଧାରଣ ନିର୍ବାଚନ ୨୦୨୪ରେ କୋଳାହଳ ମଧ୍ୟରେ ପ୍ରଚାର ପାଇଁ ବାହାରିଥିଲେ। ଶାସକ ଦଳର ସମର୍ଥକମାନେ ସେମାନଙ୍କୁ ଧମକ ଚମକ ଦେବା ସହିତ ଏହି ଘଟଣାର ରିପୋର୍ଟ କରୁଥିବା ସାମ୍ବାଦିକଙ୍କୁ ମଧ୍ୟ ଧମକ ଦେଇଥିଲେ

Editor

PARI Desk

Translator

OdishaLIVE

Want to republish this article? Please write to [email protected] with a cc to [email protected]

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।