in-2023-lines-verses-and-voices-or

Dec 24, 2023

2023 ରେ: ଧାଡ଼ି, ପଦ ଓ ସ୍ଵର

ଆସନ୍ତୁ ଜାଣିବା, ୨୦୨୩ ମସିହାରେ ସାମ୍ବାଦିକତାର ଏକ ଅଭିଲେଖାଗାରରେ ଗୀତ ଓ କବିତାକୁ କିଭଳି ଉପଯୋଗ କରାଯାଇଛି। ଯେତେବେଳେ ଅନେକ କିଛି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା, ସେତେବେଳେ ଆମ ଜଗତ ଓ ଜୀବନକୁ ଏକ ନିର୍ଦ୍ଦିଷ୍ଟ ରୂପରେଖ ପ୍ରଦାନ କରିଥିଲା ସ୍ଥିତିସ୍ଥାପକତା ପରିଭାଷିତ କେତେକ ଛନ୍ଦର ଲାଳିତ୍ୟ

Want to republish this article? Please write to [email protected] with a cc to [email protected]

Author

Joshua Bodhinetra

ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆ (ପରୀ) ରେ ଭାରତୀୟ ଭାଷା କାର୍ଯ୍ୟକ୍ରମ, ପରୀଭାଷାର ବିଷୟବସ୍ତୁ ପରିଚାଳକ ଜୋଶୁଆ ବୋଧିନେତ୍ର। ସେ କୋଲକାତାର ଯାଦବପୁର ବିଶ୍ୱବିଦ୍ୟାଳୟରୁ ତୁଳନାତ୍ମକ ସାହିତ୍ୟରେ ଏମଫିଲ କରିଛନ୍ତି ଏବଂ ଜଣେ ବହୁଭାଷୀ କବି, ଅନୁବାଦକ, କଳା ସମାଲୋଚକ ଏବଂ ସାମାଜିକ କର୍ମୀ ଅଟନ୍ତି।

Author

Archana Shukla

ଅର୍ଚ୍ଚନା ଶୁକ୍ଳା ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଜଣେ କଣ୍ଟେଣ୍ଟ ଏଡିଟର ଏବଂ ସେ ପ୍ରକାଶନ ଟିମ୍ ସହିତ କାର୍ଯ୍ୟ କରନ୍ତି ।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।