in-amritsar-district-a-flood-of-challenges-or

Amritsar, Punjab

Sep 27, 2025

ବନ୍ୟା ବିତ୍ପାତ କବଳରେ ଅମୃତସର ଜିଲ୍ଲା

ସାରା ଅମୃତସର ଜିଲ୍ଲାରେ ଘରଦ୍ଵାର ଜମିବାଡ଼ି ସବୁ କିଛି ବନ୍ୟା ଯୋଗୁଁ ଭୟଙ୍କର ଭାବେ ପ୍ରଭାବିତ ହୋଇଛି । ଏକର ଏକର ଚାଷ ଜମିରେ ଏବେ କାଦୁଅ ଓ ବନ୍ୟାଜଳ ଜମି ରହିଥିବାରୁ କୃଷି ଶ୍ରମିକମାନେ ସେମାନଙ୍କର ଜୀବିକା ପାଇଁ ଅତି ମାତ୍ରାରେ ଚିନ୍ତିତ

Want to republish this article? Please write to [email protected] with a cc to [email protected]

Author

Arshdeep Arshi

ଅର୍ଶଦୀପ ଅର୍ଶି ଚଣ୍ଡୀଗଡ଼ର ଜଣେ ସ୍ୱାଧୀନ ସାମ୍ବାଦିକ ଏବଂ ଅନୁବାଦକ ଏବଂ ସେ ନ୍ୟୁଜ୍18 ପଞ୍ଜାବ ଓ ହିନ୍ଦୁସ୍ତାନ ଟାଇମସରେ କାମ କରିଛନ୍ତି। ସେ ପାତିଆଲାର ପଞ୍ଜାବୀ ବିଶ୍ୱବିଦ୍ୟାଳୟରୁ ଇଂଲିଶ ସାହିତ୍ୟରେ ଏମ୍.ଫିଲ ଉପାଧି ହାସଲ କରିଛନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।