in-bagribari-the-river-takes-it-all-or

Baksa, Assam

Sep 21, 2023

ନଈ ବଢ଼ି ପାଇଁ ସର୍ବହରା ବଗ୍ରିବାରୀବାସୀ

ପ୍ରତି ବର୍ଷ ବର୍ଷା ଦିନେ ବ୍ରହ୍ମପୁତ୍ର ନଦୀର ଶାଖା ପୁଠିମାରୀ ନଦୀରେ ଆସୁଥିବା ବନ୍ୟା ନଈକୂଳିଆ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ବନ୍ୟା ଜଳରେ ଚାଷ ଜମି, ଛିଡ଼ା ହୋଇଥିବା ଫସଲ ଏବଂ ଏପରିକି ତନ୍ତ ମଧ୍ୟ ନଷ୍ଟ ହୋଇଯାଉଛି, ଫଳରେ ସ୍ଥାନୀୟ ବାସିନ୍ଦାଙ୍କୁ ମଜୁରି ଖଟିବା ଛଡ଼ା ଅନ୍ୟ କୌଣସି ପନ୍ଥା ମିଳୁନାହିଁ । କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନିର୍ମାଣ ହେଉଥିବା ନଦୀବନ୍ଧ ମଧ୍ୟ କିଛି କାମରେ ଲାଗୁନାହିଁ

Want to republish this article? Please write to [email protected] with a cc to [email protected]

Author

Pankaj Das

ପଙ୍କଜ ଦାସ ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଆସାମ ଭାଷାର ଜଣେ ଅନୁବାଦ ସମ୍ପାଦକ। ସେ ଗୌହାଟିର ବାସିନ୍ଦା, ସେ ମଧ୍ୟ ଜଣେ ଦକ୍ଷ ଅନୁବାଦକ ଯେ କି ୟୁନିସେଫ୍ ସହିତ କାର୍ଯ୍ୟ କରନ୍ତି। ସେ idiomabridge.blogspot.comରେ ଶବ୍ଦଚାତୁରୀରେ ପ୍ରଦର୍ଶନ କରିବାକୁ ଭଲପାଆନ୍ତି।

Photographs

Pankaj Das

ପଙ୍କଜ ଦାସ ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଆସାମ ଭାଷାର ଜଣେ ଅନୁବାଦ ସମ୍ପାଦକ। ସେ ଗୌହାଟିର ବାସିନ୍ଦା, ସେ ମଧ୍ୟ ଜଣେ ଦକ୍ଷ ଅନୁବାଦକ ଯେ କି ୟୁନିସେଫ୍ ସହିତ କାର୍ଯ୍ୟ କରନ୍ତି। ସେ idiomabridge.blogspot.comରେ ଶବ୍ଦଚାତୁରୀରେ ପ୍ରଦର୍ଶନ କରିବାକୁ ଭଲପାଆନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Wahidur Rahman

ୱାହିଦୁର ରହମନ୍ ଆସାମର ଗୌହାଟିର ଜଣେ ସ୍ୱାଧୀନ ରିପୋର୍ଟର୍।