in-bastar-shooting-salfi-not-selfies-or

Bastar, Chhattisgarh

May 06, 2025

ବସ୍ତରରେ ସେଲ୍‌ଫି ନୁହେଁ ସଲ୍‌ଫିର ଶୁଟିଂ

ଛତିଶଗଡ଼ ବସ୍ତର କ୍ଷେତ୍ରରେ ସୁଖରାମ କୁମେଟୀଙ୍କ ସହ ଏକ ଆକସ୍ମିକ ସାକ୍ଷାତ ଏକ ହାଲୁକା ନିଶାସକ୍ତ ଆଲୋଚନାରେ ବଦଳିଯାଏ

Want to republish this article? Please write to [email protected] with a cc to [email protected]

Author

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।