in-chhindwara-bhariati-language-declining-fast-or

Chhindwara, Madhya Pradesh

Oct 29, 2024

ଛିନ୍ଦୱାଡ଼ାରେ: ଦ୍ରୁତ ବିଲୁପ୍ତପ୍ରାୟ ଭରିଆଟି ଭାଷା

ଭରିଆ ଚାଷୀ କମଲେଶ ଡାଣ୍ଡୋଲିୟା ଜଣେ ଜଣେ ବିଶିଷ୍ଟ ଲେଖକ ଓ ଭାଷାବିତ୍‌। ସେ କୁହନ୍ତି, ତାଙ୍କର ମାତୃଭାଷା ଭରିଆଟି ହିନ୍ଦୀର ପ୍ରଭାବ କାରଣରୁ ଆଧାର ହରାଉଛି, ବାସ୍ତବରେ ଏହି ଭାଷାର ଏକ ବଡ଼ ଭାଗ ଅନେକ ପରିମାଣରେ ଲୁପ୍ତ ହୋଇଯାଇଛି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Ritu Sharma

ଋତୁ ଶର୍ମା ପରୀରେ ବିଲୁପ୍ତପ୍ରାୟ ଭାଷା ସମ୍ପାଦକ ଅଟନ୍ତି। ସେ ଭାଷା ବିଜ୍ଞାନରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଛନ୍ତି ଏବଂ ଭାରତରେ କଥିତ ଭାଷାଗୁଡ଼ିକୁ ସଂରକ୍ଷିତ ଓ ପୁନର୍ଜୀବିତ କରିବା ଦିଗରେ କାର୍ଯ୍ୟରତ ଅଛନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।