in-cuddalore-harbour-the-woman-and-the-sea-or

Cuddalore, Tamil Nadu

Nov 22, 2023

କଡ୍ଡଲୁର୍‌ ମୁହାଣରେ, ନାରୀ ଓ ସମୁଦ୍ର

ମନୀଷା ତାମିଲନାଡୁର ଜଣେ ଉଭୟଲିଙ୍ଗୀ-ମହିଳା ମାଛ ବ୍ୟବସାୟୀ। ସେ ମାଛ ନିଲାମ କରନ୍ତି, ବୋଝେଇ କରନ୍ତି, ଲୁଣ ଦେଇ ଶୁଖାନ୍ତି ଏବଂ ବିକ୍ରି କରନ୍ତି। କୋଭିଡ ପ୍ରାଦୁର୍ଭାବ ପରେ ପରେ ଘେରି ଜାଲ ବ୍ୟବହାର ଉପରେ କଟକଣା ଯୋଗୁଁ ତାଙ୍କ ବ୍ୟବସାୟ ବୁଡ଼ିଯିବାକୁ ବସିଥିଲା। ହେଲେ ଚଢ଼ା ହାରରେ ସୁଧ ଦେବାକୁ ପଡୁଥିଲେ ହେଁ ଘରୋଇ ଋଣ ଏହି ଉଦ୍ୟୋଗକୁ ଚାଲୁ ରଖିଛି

Author

Nitya Rao

Photographs

M. Palani Kumar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Nitya Rao

ନିତ୍ୟା ରାଓ ଇଂଲଣ୍ଡର ନରୱିଚ୍ ସ୍ଥିତ ୟୁନିଭର୍ସିଟି ଅଫ୍ ଇଷ୍ଟ ଆଙ୍ଗ୍ଲିଆରେ ଲିଙ୍ଗ ଓ ବିକାଶ ବିଭାଗର ପ୍ରାଧ୍ୟାପିକା ଅଛନ୍ତି। ମହିଳା ଅଧିକାର, ନିଯୁକ୍ତି ଏବଂ ଶିକ୍ଷା କ୍ଷେତ୍ରରେ ଜଣେ ଗବେଷିକା, ଶିକ୍ଷୟିତ୍ରୀ ଓ କର୍ମୀ ଭାବେ ସେ ତିନି ଦଶନ୍ଧି ଧରି ବ୍ୟାପକ ଭାବେ କାମ କରିଆସିଛନ୍ତି।

Photographs

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Editor

Shaoni Sarkar

ଶାଓନି ସରକାର କୋଲକାତାରେ ରହୁଥିବା ଜଣେ ମୃକ୍ତବୃତ୍ତିର ସାମ୍ବାଦିକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।