in-darrang-ploughing-a-lonely-furrow-or

Darrang, Assam

Jan 07, 2025

ଦାରଙ୍ଗ: ନିଃସଙ୍ଗ ଜମିରେ ହଳ ବୁଲେଇବା

ହନିଫ ଅଲି କାଠ ଲଙ୍ଗଳ ଓ ଜୁଆଳି, ଆଙ୍କୁଡ଼ି ଓ ହାତୁଡ଼ି ପରି ଏକାଧିକ ଚାଷ ଉପଯୋଗୀ ଉପକରଣ ତିଆରି କରନ୍ତି। ଦରକାରୀ ସରଞ୍ଜାମଗୁଡ଼ିକର ଏହି ବରିଷ୍ଠ କାରିଗର ଜଣକ କହନ୍ତି କି ଟ୍ରାକ୍ଟର ପ୍ରତି ବଢୁଥିବା ଆଗ୍ରହ ଯୋଗୁଁ ତାଙ୍କ ସାମଗ୍ରୀଗୁଡ଼ିକର ଚାହିଦା କମିଯାଉଛି

Want to republish this article? Please write to [email protected] with a cc to [email protected]

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Mahibul Hoque

ମାହିବୁଲ ହକ୍‌ ଆସାମରେ ରହୁଥିବା ଜଣେ ମଲ୍ଟିମିଡିଆ ସାମ୍ବାଦିକ ଏବଂ ଗବେଷକ। ସେ ୨୦୨୩ର ପରୀ-ଏମଏମଏଫ ଫେଲୋ।