in-hp-palampur-has-gone-to-waste-or

Kangra, Himachal Pradesh

Nov 04, 2023

ହିମାଚଳ ପ୍ରଦେଶ ପାଲମପୁରରେ ବଢ଼ୁଛି ଆବର୍ଜନାର ପାହାଡ଼

କାଙ୍ଗରା ଜିଲ୍ଲାର ଏକ ଛୋଟ ପାହାଡ଼ୀ ସହରରେ ପର୍ଯ୍ୟଟନର ବିସ୍ତାର ହେଉଛି, କିନ୍ତୁ ସେହି ତୁଳନାରେ ବର୍ଜ୍ୟବସ୍ତୁ ପରିଚାଳନା ତ୍ୱରାନ୍ୱିତ ହୋଇପାରୁନାହିଁ। ଦୁର୍ଗନ୍ଧଯୁକ୍ତ ଆବର୍ଜନାର ପାହାଡ଼ ସାଧାରଣ ନାଗରିକଙ୍କ ଜୀବନ ଉପରେ କୁପ୍ରଭାବ ପକାଉଥିବା କାରଣରୁ ସେମାନେ ଏହାର ବିରୋଧ କରୁଛନ୍ତି

Want to republish this article? Please write to [email protected] with a cc to [email protected]

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Editors

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Editors

Shaoni Sarkar

ଶାଓନି ସରକାର କୋଲକାତାରେ ରହୁଥିବା ଜଣେ ମୃକ୍ତବୃତ୍ତିର ସାମ୍ବାଦିକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।