in-jharkhand-paitkar-art-is-fading-out-or

East Singhbhum, Jharkhand

May 02, 2024

ମଳିନ ପଡ଼ିଯାଉଛି ଝାଡ଼ଖଣ୍ଡର ପାଇଟକାର ଚିତ୍ରକଳା

ଗ୍ରାମୀଣ ଜୀବନ, ପ୍ରକୃତି ଓ ପୁରାଣର କାହାଣୀ ବର୍ଣ୍ଣନା କରିବା ଲାଗି ପାଇଟକାର ଚିତ୍ରକଳାରେ ଚିତ୍ର, କାହାଣୀ ବର୍ଣ୍ଣନା ଓ ସଙ୍ଗୀତର ସମାହାର ହୋଇଥାଏ। କିନ୍ତୁ ଝାଡ଼ଖଣ୍ଡର ଆମାଡୋବି ଗାଁରେ ଏହି ପ୍ରାଚୀନ କଳାର ଅଭ୍ୟାସ ଜାରି ରଖିଥିବା ହାତଗଣତି କଳାକାର କୁହନ୍ତି ଯେ ସେମାନଙ୍କୁ ମୋବାଇଲ ଫୋନରେ ସହଜରେ ମିଳି ଯାଉଥିବା ସଙ୍ଗୀତ ଭିଡିଓଠାରୁ ପ୍ରତିଦ୍ୱନ୍ଦ୍ୱିତାର ସାମ୍ନା କରିବାକୁ ପଡ଼ୁଛି

Want to republish this article? Please write to [email protected] with a cc to [email protected]

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Editor

Sreya Urs

ଶ୍ରେୟା ଉର୍ସ ହେଉଛନ୍ତି ବେଙ୍ଗାଲୁରୁରେ ରହୁଥିବା ଜଣେ ସ୍ୱାଧୀନ ଲେଖିକା ଏବଂ ସମ୍ପାଦିକା। ତାଙ୍କର ଛାପା ଏବଂ ଟେଲିଭିଜନ୍‌ ଗଣମାଧ୍ୟମରେ ୩୦ ବର୍ଷରୁ ଅଧିକ ଅଭିଜ୍ଞତା ରହିଛି।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।