in-jhunjhunun-brides-must-be-bought-or

Jhunjhunun, Rajasthan

Jul 03, 2023

ଝୁଁଝୁନୁଁରେ ନିଶ୍ଚିତ ଭାବେ କନିଆଁ କିଣିବାକୁ ହେବ

ରାଜସ୍ଥାନର ଏହି ଜିଲ୍ଲାରେ କମ ବୟସର ଝିଅଙ୍କ ସଂଖ୍ୟା ଖୁବ୍‌ କମ୍‌ । ଲିଙ୍ଗ ନିରୂପଣ ପରୀକ୍ଷା ଏବଂ ଖରାପ ଲିଙ୍ଗାନୁପାତ କାରଣରୁ ପରିସ୍ଥିତି ଏପରି ହୋଇଛି ଯେ ଏବେ ଲୋକମାନେ ବାହାଘର ପାଇଁ ଦୂରବର୍ତ୍ତୀ ରାଜ୍ୟରୁ କମ ବୟସର ଝିଅମାନଙ୍କୁ ବେଆଇନ ଭାବେ କିଣି ଆଣୁଛନ୍ତି ଏବଂ ସେମାନଙ୍କୁ ବିବାହ କରୁଛନ୍ତି

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।