in-kuthluru-waiting-for-the-light-to-change-or

Jul 16, 2024

ପରିବର୍ତ୍ତନର ଆଲୋକ ଅପେକ୍ଷାରେ କୁତଲୁରୁ

କୁଦରେମୁଖ ଜାତୀୟ ଉଦ୍ୟାନରେ ରହୁଥିବା ମାଲେକୁଡ଼ିୟା ସମ୍ପ୍ରଦାୟର ଲୋକମାନଙ୍କୁ ପାଣି ଓ ବିଜୁଳି ଭଳି ମୌଳିକ ସୁବିଧା ବିନା ସଂଘର୍ଷ କରିବାକୁ ପଡ଼ୁଛି। ଏହି ଭିଡିଓରେ ଦେଖନ୍ତୁ କେମିତି କିଛି ଆଦିବାସୀ ବାସିନ୍ଦା ଆଂଶିକ ଆଶ୍ୱସ୍ତି ପାଇବା ଲାଗି ପିକୋ ହାଇଡ୍ରୋ ଟର୍ବାଇନ୍‌ କିଣିବାରେ ଟଙ୍କା ଖର୍ଚ୍ଚ କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

Vittala Malekudiya

ଭିଟ୍ଟଲ ମାଲେକୁଡ଼ିୟା ଜଣେ ସାମ୍ବାଦିକ ଏବଂ ୨୦୧୭ର ପରୀ ସଦସ୍ୟ । ସେ ଦକ୍ଷିଣ କନ୍ନଡ଼ ଜିଲ୍ଲାର ବେଲତାଙ୍ଗଡ଼ି ତାଲୁକରେ ଥିବା କୁଦ୍ରେମୁଖ ଜାତୀୟ ଉଦ୍ୟାନ ଅନ୍ତର୍ଗତ କୁତଲୁରୁ ଗ୍ରାମର ବାସିନ୍ଦା ଏବଂ ବନବାସୀ ଜନଜାତି ମାଲେକୁଡ଼ିୟା ସମ୍ପ୍ରଦାୟର ପ୍ରତିନିଧିତ୍ୱ କରିଥାନ୍ତି । ମାଙ୍ଗାଲୋର ବିଶ୍ୱବିଦ୍ୟାଳୟରୁ ସେ ସାମ୍ବାଦିକତା ଓ ଗଣଯୋଗାଯୋଗରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଛନ୍ତି ଏବଂ ଏବେ କନ୍ନଡ଼ ଦୈନିକ, ‘ପ୍ରଜାବାଣୀ’ର ବେଙ୍ଗାଲୁରୁ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି ।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।