in-maharashtra-anganwadi-workers-go-on-strike-or

Ahmednagar, Maharashtra

Dec 14, 2023

ମହାରାଷ୍ଟ୍ରରେ ଅଙ୍ଗନବାଡ଼ି କର୍ମୀଙ୍କ ଧର୍ମଘଟ

ସରକାରୀ କର୍ମଚାରୀ ରୂପେ ମାନ୍ୟତା ପ୍ରଦାନ ସହିତ ପେନସନ୍ ଏବଂ ବର୍ଦ୍ଧିତ ପାରିଶ୍ରମିକ ଦାବିରେ, ସାରା ରାଜ୍ୟରେ ସମନ୍ୱିତ ଶିଶୁ ବିକାଶ ସେବା (ଆଇସିଡିଏସ୍) ଅନ୍ତର୍ଗତ ବିଭିନ୍ନ ସ୍ୱାସ୍ଥ୍ୟସେବା, ପୁଷ୍ଟିଯୋଗାଣ ଏବଂ ପ୍ରାରମ୍ଭିକ ଶିକ୍ଷା ଯୋଜନାକୁ କାର୍ଯ୍ୟକାରୀ କରାଉଥିବା ଦୁଇ ଲକ୍ଷ ମହିଳା ଅଙ୍ଗନବାଡ଼ି କର୍ମୀ ଧର୍ମଘଟ ଆରମ୍ଭ କରିଦେଇଛନ୍ତି

Author

Jyoti

Editor

PARI Desk

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।