in-mp-the-silenced-cries-of-custodial-deaths-or

Guna, Madhya Pradesh

Nov 01, 2023

ମଧ୍ୟ ପ୍ରଦେଶରେ ହାଜତ ମୃତ୍ୟୁର ପ୍ରତିଧ୍ୱନି

ଗତ କିଛି ବର୍ଷ ମଧ୍ୟରେ, ଅମାନବୀୟ ନିର୍ଯାତନା ଏବଂ ନିସ୍ତୁକ ମାଡ଼ ଯୋଗୁଁ ରାଜ୍ୟର ପୋଲିସ ହାଜତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ନିଃସନ୍ଦେହରେ, ଏହି ଉତ୍ପୀଡ଼ନର ଶିକାର ହେଉଛନ୍ତି ଦରିଦ୍ର ଓ ନିଷ୍ପେଷିତ ସଂପ୍ରଦାୟର ଲୋକେ, ଯେଉଁମାନେ କି ଜବାବ ଦେବାରେ ଅକ୍ଷମ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।