in-pakur-pahariya-voters-are-asking-questions-or

Pakur, Jharkhand

Nov 16, 2024

ପାକୁରର ପାହାଡ଼ିୟା ମତଦାତାମାନେ ପଚାରୁଛନ୍ତି ପ୍ରଶ୍ନ!

ଚଳିତ ମାସରେ ଝାଡ଼ଖଣ୍ଡର ନିର୍ବାଚନ ଅନୁଷ୍ଠିତ ହେବ। ମତଦାନ ଦିବସ ପାଖେଇ ଆସୁଥିବା ବେଳେ ଆଦିବାସୀ ମତଦାତାମାନେ ମେ ୨୦୨୪ ରେ ସାଧାରଣ ନିର୍ବାଚନ ସମୟରେ ସେମାନେ ଦାବି କରିଥିବା ସର୍ବନିମ୍ନ ସୁବିଧାଗୁଡ଼ି କୁ କାହିଁକି ଯୋଗାଇ ଦିଆଯାଇ ନାହିଁ ବୋଲି ପଚାରୁଛନ୍ତି

Want to republish this article? Please write to [email protected] with a cc to [email protected]

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।