in-patiala-the-thriving-craft-of-phulkari-or

Patiala, Punjab

Sep 19, 2024

ପାଟିଆଲାର ସମୃଦ୍ଧ ଫୁଲକାରୀ କାରିଗରୀ

ଶଶି ରୂପେଜା ଏବଂ ବଲୱିନ୍ଦର କୌର ନାମ୍ନୀ ମହିଳା ଦୁହେଁ ଏକ ବିରଳ ହସ୍ତକଳାରେ ସିଦ୍ଧହସ୍ତା, ଯାହାକି କପଡ଼ା ଉପରେ ଛୁଞ୍ଚିରେ ବୁଣା ଫୁଲସଜ୍ଜାର ସୂକ୍ଷ୍ମ କାରୁକାର୍ଯ୍ୟ ଖଚିତ ପଞ୍ଜାବର ଏକ ଲୋକପ୍ରିୟ କାରିଗରୀ

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Author

Naveen Macro

ନବୀନ ମାକ୍ରୋ ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ଫଟୋ ସାମ୍ବାଦିକ ଏବଂ ପ୍ରମାଣିକ ଚଳଚ୍ଚିତ୍ର ନିର୍ମାତା ଓ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Editor

Dipanjali Singh

ଦୀପାଞ୍ଜଳି ସିଂ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ସହାୟକ ସମ୍ପାଦିକା। ସେ ପରୀ ଲାଇବ୍ରେରୀ ପାଇଁ ଗବେଷଣା କରିବା ସହିତ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।