in-shahbad-drown-a-forest-grow-a-dam-or

Baran, Rajasthan

Oct 08, 2025

ଶାହବାଦରେ ଜଙ୍ଗଲ ବୁଡ଼ି ଯାଉ; ବନ୍ଧ ତିଆରି ହେଉ

ଶାହବାଦର ଘଞ୍ଚ ଜଙ୍ଗଲରେ ପ୍ରସ୍ତାବିତ ଅତ୍ୟାଧୁନିକ ପମ୍ପ୍ ସଞ୍ଚାଳିତ ଜଳଭଣ୍ଡାରରେ ଜଳବିଦ୍ୟୁତ୍ ପ୍ରକଳ୍ପ ନିର୍ମାଣ ଯୋଗୁଁ ୪୦୦ ହେକ୍ଟରରୁ ଅଧିକ ଜମି ପାଣିରେ ବୁଡ଼ିଯିବ । ଏହି ଜଙ୍ଗଲ ଉପରେ ନିର୍ଭର କରୁଥିବା ହଜାର ହଜାର ସହରିୟା ଆଦିବାସୀ ଓ ଦଳିତ ସେମାନଙ୍କର ଜୀବିକା ହରାଇବେ

Photo Editor

Binaifer Bharucha

Video Editor

Urja

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Video Editor

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।