in-uluberia-a-century-of-crafting-shuttlecocks-or

Howrah, West Bengal

Oct 17, 2023

ଉଲୁବେରିୟାରେ ଶଟଲ୍‌କକ୍‌ କାରିଗରୀର ଶହେ ବର୍ଷ

ଭାରତରେ ୧୯୨୦ ଦଶକରୁ ବ୍ୟାଡମିଣ୍ଟନ ଶଟଲକକ୍‌ ତିଆରି କରିଆସୁଛନ୍ତି ହାଓଡ଼ା ଜିଲ୍ଲାର କାରିଗରମାନେ। ହେଲେ, ଆଜିକାଲି ସରକାରୀ ସହାୟତାର ଅଭାବ, ଅନ୍ତର୍ଜାତୀୟ ବଜାରରେ ତୀବ୍ର ପ୍ରତିଯୋଗିତା ଏବଂ ସିନ୍ଥେଟିକ୍‌ ଶଟଲ୍ ପ୍ରଚଳନ କାରଣରୁ ଏହି କାରିଗରମାନଙ୍କ ଜୀବିକାର ଭବିଷ୍ୟତ ଅନିଶ୍ଚିତ ହୋଇପଡ଼ିଛି

Want to republish this article? Please write to [email protected] with a cc to [email protected]

Author

Shruti Sharma

ଶ୍ରୁତି ଶର୍ମା ଜଣେ ଏମଏମଏଫ୍ ପରୀ ବ୍ୟକ୍ତିତ୍ୱ (୨୦୨୨-୨୦୨୩)। ସେ କୋଲକାତାର ସେଣ୍ଟର ଫର୍ ଷ୍ଟଡିଜ୍ ଇନ୍ ସୋସିଆଲ୍ ସାଇନ୍ସରେ ଭାରତରେ କ୍ରୀଡା ସାମଗ୍ରୀ ନିର୍ମାଣର ସାମାଜିକ ଇତିହାସ ସଂପର୍କରେ ପିଏଚଡି କରିବା ଦିଗରେ କାମ କରୁଛନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।