keralas-puppeteers-extend-their-art-or

Palakkad, Kerala

Jan 25, 2024

ନିଜ କଳାକୁ ବିସ୍ତାରିତ କରୁଛନ୍ତି କେରଳର କଣ୍ଢେଇନାଚ କଳାକାର

ଆଧୁନିକ ଦର୍ଶକଙ୍କ ଆବଶ୍ୟକତା ଅନୁଯାୟୀ, ତୋଲପାୱକୁତୁ କଣ୍ଢେଇ ନାଚରେ ଗତ ଦୁଇ ଦଶନ୍ଧି ମଧ୍ୟରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳିଛି। ବିଗତ କିଛି ବର୍ଷ ମଧ୍ୟରେ ଏହି କଳା ରୂପରେ ଆସିଥିବା ପରିବର୍ତ୍ତନକୁ ଦର୍ଶାଉଥିବା ଏକ ବୃତ୍ତଚିତ୍ର

Translator

OdishaLIVE

Text Editor

Archana Shukla

Want to republish this article? Please write to [email protected] with a cc to [email protected]

Author

Sangeeth Sankar

ସଂଗୀତ ଶଙ୍କର ଆଇଡିସି ସ୍କୁଲ ଅଫ୍ ଡିଜାଇନର ଜଣେ ଗବେଷକ ଛାତ୍ର। ମାନବୀୟ ସଂସ୍କୃତି ସମ୍ବନ୍ଧୀୟ ତାଙ୍କ ଗବେଷଣାରେ ସ୍ଥାନ ପାଇଛି କେରଳର କଣ୍ଢେଇ ନୃତ୍ୟକଳାର ରୂପାନ୍ତରଣ ପ୍ରସଙ୍ଗ। ସଙ୍ଗୀତ ୨୦୨୨ରେ MMF-PARI ଫେଲୋସିପ୍ ପାଇଥିଲେ।

Text Editor

Archana Shukla

ଅର୍ଚ୍ଚନା ଶୁକ୍ଳା ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଜଣେ କଣ୍ଟେଣ୍ଟ ଏଡିଟର ଏବଂ ସେ ପ୍ରକାଶନ ଟିମ୍ ସହିତ କାର୍ଯ୍ୟ କରନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।