know-where-the-pads-are-buried-or

South Andaman, Andaman

May 28, 2025

ଜାଣି ରଖନ୍ତୁ, କେଉଁଠି ପୋତା ହୋଇଥାଏ ପ୍ୟାଡ୍‌

ମାସିକ ଋତୁସ୍ରାବ ସମୟରେ ବ୍ୟବହୃତ ସାମଗ୍ରୀଗୁଡ଼ିକ ନଷ୍ଟ କରିବା ଲାଗି ଉପଯୁକ୍ତ ସୁରକ୍ଷିତ ସ୍ଥାନର ଅଭାବ ଏବଂ ଆବଶ୍ୟକ ଭିତ୍ତିଭୂମି ଉପଲବ୍‌ଧ ହେଉ ନଥିବାରୁ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର କେନ୍ଦ୍ରଶାସିତ ଅଞ୍ଚଳରେ ମହିଳାମାନଙ୍କୁ ସଂଘର୍ଷ କରିବାକୁ ପଡ଼େ। ଋତୁସ୍ରାବକାଳୀନ ସ୍ୱାସ୍ଥ୍ୟରକ୍ଷା ଦିବସ ଅବସରରେ ଏକ ଆଲେଖ୍ୟ

Want to republish this article? Please write to [email protected] with a cc to [email protected]

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।