kolkatas-horse-drawn-carriages-roll-on-or

Kolkata, West Bengal

Jan 14, 2024

କୋଲକାତା ଘୋଡ଼ା ଗାଡ଼ିର କାହାଣୀ

କୋଲକାତାର ଭିକ୍ଟୋରିଆ ମେମୋରିଆଲ୍‌ ନିକଟରେ ପ୍ରାୟ ୫୦ଟି ଘୋଡ଼ା ଟଣା ଗାଡ଼ି ନିଜର ଭବ୍ୟ ଉପସ୍ଥିତି ଜାହିର୍‌ କରିଥାନ୍ତି। ବ୍ୟସ୍ତତାପୂର୍ଣ୍ଣ ଶୀତ ଋତୁରେ ଗାଡ଼ି ଚାଳକ ଆକିଫ୍‌ ସବୁଦିନ ଏଠାକୁ ଆସନ୍ତି, ନିଜ ଘୋଡ଼ାମାନଙ୍କର ଯତ୍ନ ନିଅନ୍ତି ଏବଂ ପର୍ଯ୍ୟଟକଙ୍କୁ ଗାଡ଼ିରେ ବୁଲାନ୍ତି । ବର୍ଷର ଅନ୍ୟ ଦିନଗୁଡ଼ିକରେ ସେ ରଙ୍ଗ କାମ ସନ୍ଧାନରେ ଥାଆନ୍ତି

Want to republish this article? Please write to [email protected] with a cc to [email protected]

Author

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Photographs

Ritayan Mukherjee

କୋଲକାତାରେ ରହୁଥିବା ରୀତାୟନ ମୁଖାର୍ଜୀଙ୍କର ଫଟୋଗ୍ରାଫି ପ୍ରତି ଆଗ୍ରହ ରହିଛି ଏବଂ ସେ ୨୦୧୬ର ପରୀ ବ୍ୟକ୍ତିତ୍ୱ । ସେ ତିବ୍ଦତୀୟ ମାଳଭୂମି ଅଞ୍ଚଳରେ ଯାଯାବର ପଶୁପାଳକ ସଂପ୍ରଦାୟର ଜୀବନ ଉପରେ ତଥ୍ୟ ସଂଗ୍ରହ କରୁଥିବା ଏକ ଦୀର୍ଘକାଳୀନ ପ୍ରକଳ୍ପରେ କାମ କରୁଛନ୍ତି ।

Photographs

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।