kulwinder-kaur-from-lawbreaker-to-lawmaker-or

-, Punjab

Jun 24, 2024

କୁଲୱିନ୍ଦର କୌର : ଆଇନ ଉଲ୍ଲଙ୍ଘନକାରୀରୁ ଆଇନ ନିର୍ମାତା?

ଚଣ୍ଡିଗଡ଼ ବିମାନ ବନ୍ଦରରେ ମଣ୍ଡିରୁ ଲୋକସଭା ସାଂସଦ କଙ୍ଗନା ରାଣାୱତଙ୍କୁ ସିଆଇଏସଏଫ କନଷ୍ଟେବଳ କୁଲୱିନ୍ଦର କୌର ଚାପୁଡ଼ା ମାରିବାର ଡ୍ରାମା ପଞ୍ଜାବରେ ଏକ ଭିନ୍ନ ଧରଣର ବ୍ୟକ୍ତିଗତ ବିରୋଧ ପରମ୍ପରାକୁ ଉଜାଗର କରିଛି, ଯାହାକୁ ସମସ୍ତେ ବୁଝିପାରିବେ ନାହିଁ

Illustration

Antara Raman

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Vishav Bharti

ବିଶବ ଭାରତୀ ଚଣ୍ଡୀଗଡ଼ର ଜଣେ ସାମ୍ବାଦିକ ଏବଂ ସେ ଗତ ଦୁଇ ଦଶନ୍ଧି ହେଲା ପଞ୍ଜାବର କୃଷି କ୍ଷେତ୍ରରେ ସଂକଟ ଏବଂ କୃଷକମାନଙ୍କର ପ୍ରତିରୋଧମୂଳକ ଆନ୍ଦୋଳନ ସଂପର୍କରେ ରିପୋର୍ଟ କରିଆସୁଛନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Illustration

Antara Raman

ଅନ୍ତରା ରମଣ ଜଣେ ଚିତ୍ରକର ଏବଂ ସାମାଜିକ ପ୍ରକ୍ରିୟା ଓ ପୌରାଣିକ ଚିତ୍ର ପ୍ରତି ଆଗ୍ରହ ରହିଥିବା ଜଣେ ୱେବସାଇଟ୍ ଡିଜାଇନର୍। ବେଙ୍ଗାଲୁରୁର ସୃଷ୍ଟି ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍ଟ, ଡିଜାଇନ୍ ଏବଂ ଟେକ୍ନୋଲୋଜିର ସ୍ନାତକ ଭାବେ ସେ ବିଶ୍ୱାସ କରନ୍ତି ଯେ କାହାଣୀ ବର୍ଣ୍ଣନା ଏବଂ ଚିତ୍ରକଳା ସହଜୀବୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।