kunos-caged-cheetahs-and-exiled-adivasis-or

Sheopur, Madhya Pradesh

Feb 06, 2024

କୁନୋର ଖୁଆଡ଼ ଆବଦ୍ଧ ଚିତା ଓ ନିର୍ବାସିତ ଆଦିବାସୀ

କୁନୋ ଏବେ ସବୁଜ ରାଜନୈତିକ ପ୍ରଚାର ପାଇଁ ଶିକାରସ୍ଥଳୀ ପାଲଟିଛି। ସଂରକ୍ଷଣ ପ୍ରକଳ୍ପ ନାଁରେ ଟଙ୍କା ଓ ସରକାରୀ ପ୍ରଭାବ ଚିତା ସଫାରୀକୁ ସଶକ୍ତ କରୁଛି। ଯେଉଁ ଚିତାଙ୍କ ପାଇଁ ଶତାଧିକ ଲୋକଙ୍କୁ ଜଙ୍ଗଲରୁ ବିସ୍ଥାପିତ କରାଯାଇଥିଲା ସେସବୁ ଏବେ ସୁଦ୍ଧା ମୁଖ୍ୟତଃ ଖୁଆଡ଼ରେ ବନ୍ଦୀ ରହିଛନ୍ତି। ହେଲେ ବିସ୍ଥାପିତ ଲୋକଙ୍କ ପାଇଁ କାମ ଖୋଜିବା, ସ୍କୁଲ୍‌ ଯିବା, ଜାଳେଣି ସଂଗ୍ରହ କରିବା ଏବଂ ଏପରିକି ପାନୀୟ ଜଳ ସଂଗ୍ରହ କରିବା ଏକ ଦୈନିକ ଆହ୍ୱାନ ପାଲଟିଛି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।