kunos-folk-missing-the-wood-and-the-trees-or

Sheopur, Madhya Pradesh

Sep 03, 2024

କୁନୋ’ର ଅଧିବାସୀ: ଜଙ୍ଗଲ ଓ ଗଛକୁ ଝୁରି ହେଉଛନ୍ତି

ଶତାବ୍ଦୀ ଶତାବ୍ଦୀ ଧରି ଏଠାରେ ବସବାସ କରୁଥିବା ଏବଂ ଜୀବିକା ନିର୍ବାହ ପାଇଁ ଜଙ୍ଗଲ ଉପରେ ନିର୍ଭର କରୁଥିବା ହଜାର ହଜାର ସହରିଆ ଆଦିବାସୀଙ୍କ ପ୍ରବେଶ ଉପରେ ଏବେ ପ୍ରତିବନ୍ଧ ଲଗାଯାଇଛି । ଚିତା ସଫାରି ପାର୍କ ପାଇଁ ସେମାନଙ୍କ ଉପରେ ଲଗାଯାଇଥିବା ଏହି ପ୍ରତିବନ୍ଧକକୁ ସେପ୍ଟେମ୍ବର ୨୦୨୪ରେ ଦୁଇ ବର୍ଷ ପୂର୍ଣ୍ଣ ହେଉଛି

Video Editor

Sinchita Parbat

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Video Editor

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।