labani-jangis-strokes-of-resistance-or

Kolkata, West Bengal

Jan 02, 2025

ଲାବନି ଜଙ୍ଗିଙ୍କ ପ୍ରତିରୋଧର ଚିତ୍ରକଳ୍ପ

କଳା ଓ ସାମ୍ବାଦିକତା ଜଗତ ମଧ୍ୟରେ ସଂଯୋଗ ସ୍ଥାପନ ନିମନ୍ତେ କାର୍ଯ୍ୟରତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବା ଲାଗି ସ୍ଥାପିତ ଟି.ଏମ୍.କ୍ରିଷ୍ଣନ-‘ପରୀ’ ପୁରସ୍କାରର ସର୍ବପ୍ରଥମ ସଂସ୍କରଣ ବିଜୟିନୀ ହୋଇଛନ୍ତି ପଶ୍ଚିମବଙ୍ଗ, ନଦିୟା ଜିଲ୍ଲାର ଶିଳ୍ପୀ ଓ ଚିତ୍ରକର ଲାବନି ଜଙ୍ଗି

Want to republish this article? Please write to [email protected] with a cc to [email protected]

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।