lakshadweeps-coir-workers-or

Kavaratti, Lakshadweep

Jun 23, 2023

ଲାକ୍ଷାଦ୍ୱୀପର ନଡ଼ିଆ କତା ଶ୍ରମିକ

ନଡ଼ିଆ କତାରୁ ତନ୍ତୁ କାଟି ରଶି ତିଆରି କରିବା ଆରବ ସାଗରର ଏହି ଦ୍ୱୀପସମୂହରେ ଏକ ଗୁରୁତ୍ୱପୂର୍ଣ୍ଣ ଜୀବିକା। ଏଥିରେ ବ୍ୟବହୃତ ହେଉଥିବା ବିଭିନ୍ନ ପ୍ରକାର ଜ୍ଞାନକୌଶଳକୁ ପ୍ରଦର୍ଶିତ କରୁଥିବା ମହିଳା ଶ୍ରମିକମାନଙ୍କୁ ଦେଖନ୍ତୁ

Video Editor

Urja

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sweta Daga

ଶ୍ୱେତା ଡାଗା ବାଙ୍ଗାଲୋରର ଜଣେ ଲେଖିକା ଓ ଫଟୋଗ୍ରାଫର ଏବଂ ୨୦୧୫ର PARI ଫେଲୋ । ସେ ବିଭିନ୍ନ ମଲ୍‌ଟି ମିଡିଆ ପ୍ରକଳ୍ପରେ କାର୍ଯ୍ୟରତ ଏବଂ ଜଳବାୟୁ ପରିବର୍ତ୍ତନ, ଲିଙ୍ଗଗତ ସମସ୍ୟା ଏବଂ ସାମାଜିକ ଅସମାନତା ବିଷୟରେ ଲେଖନ୍ତି ।

Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Video Editor

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।