levelling-the-field-for-artistic-labour-or

Jaipur, Rajasthan

Nov 23, 2023

କଳାକାରଙ୍କୁ ସୁଯୋଗ ଦେବା ପାଇଁ ଏକ ପ୍ରୟାସ

ମାଙ୍ଗନିୟାର, ବହୁରୂପୀ ଓ ତେରହ୍‌ ତାଲି ଭଳି କଳା ପ୍ରଦର୍ଶନକାରୀ କଳାକାରଙ୍କୁ ବର୍ଷସାରା ରୋଜଗାର କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମକୁ ଅପେକ୍ଷା କରିବାକୁ ପଡ଼ିଥାଏ। ରାଜସ୍ଥାନରେ ଏକ ନୂଆ ଯୋଜନା ଏହି କଳାକାରମାନଙ୍କୁ ୧୦୦ ଦିନର କାମ ପାଇଁ ଗ୍ୟାରେଣ୍ଟୀ ଦେଇଥାଏ ଯାହାର ଉଦ୍ଦେଶ୍ୟ ହେଉଛି ସେମାନଙ୍କୁ ଆର୍ଥିକ ଅନିଶ୍ଚିତତାରୁ ଉଦ୍ଧାର କରିବା

Editor

PARI Desk

Video Editor

Urja

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Shalini Singh

ଶାଳିନୀ ସିଂହ ‘ପରୀ’ର ପ୍ରକାଶନୀ ସଂସ୍ଥା କାଉଣ୍ଟରମିଡିଆ ଟ୍ରଷ୍ଟର ଜଣେ ପ୍ରତିଷ୍ଠାତା ଟ୍ରଷ୍ଟି । ସେ ଦିଲ୍ଲୀର ଜଣେ ସାମ୍ବାଦିକା ଏବଂ ପରିବେଶ, ଲିଙ୍ଗଗତ ପ୍ରସଙ୍ଗ ଏବଂ ସଂସ୍କୃତି ସଂପର୍କରେ ଲେଖା ଲେଖନ୍ତି ଏବଂ ସେ ହାଭାର୍ଡ ବିଶ୍ୱବିଦ୍ୟାଳୟରେ ୨୦୧୭- ୧୮ର ନୀମାନ୍‌ ଫେଲୋ ଫର୍‌ ଜର୍ଣ୍ଣାଲିଜ୍‌ମ ଥିଲେ ।

Video Editor

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।