lupungpats-gram-sabha-saves-the-day-or

Gumla, Jharkhand

Jul 23, 2023

ବାଟ କଢ଼ାଇ ନିଏ ଲୁପୁଙ୍ଗପାଟର ଗ୍ରାମସଭା

ଗ୍ରାମ କମିଟିକୁ ଶକ୍ତିଶାଳୀ କରି ଗଢ଼ି ତୋଳିବା ଯୋଗୁଁ ଝାଡ଼ଖଣ୍ଡର ଏହି ଗାଁରେ ପୁଣି ଲୋକଙ୍କ ହାତକୁ କ୍ଷମତା ଫେରିଆସିଛି, ଏବଂ ସେମାନେ ଏବେ ଗଣତାନ୍ତ୍ରିକ ଉପାୟରେ ପାଣି, ଖଣି, କୋଭିଡ୍‌-୧୯ ଓ ଅନ୍ୟାନ୍ୟ ଅନେକ ପ୍ରସଙ୍ଗରେ ନିଷ୍ପତ୍ତି ନେଉଛନ୍ତି

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।