making-room-for-children-or

Surguja, Chhattisgarh

Nov 14, 2025

ଶିଶୁଙ୍କ ପାଇଁ ଘରଟିଏ

ଉତ୍ତର ଓ କେନ୍ଦ୍ରୀୟ ଛତିଶଗଡ଼ରେ, ଆଜିକାଲି ମହିଳାମାନେ କାମ କରିବାକୁ ଯିବା ବେଳେ ସେମାନଙ୍କ ଶିଶୁମାନଙ୍କୁ ଶିଶୁଗୃହ କିମ୍ବା ଲାଇକା ଘର ଜିମାରେ ଛାଡ଼ି ଦେଇପାରୁଛନ୍ତି । ସେମାନଙ୍କ ଜୀବନଧାରା ଓ ଶିଶୁମାନଙ୍କ ସ୍ୱାସ୍ଥ୍ୟ ଉପରେ ଏହାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇଛି । ୨୦୨୫ର ଶିଶୁ ଦିବସ ଉପଲକ୍ଷେ ଏକ ଆଲେଖ୍ୟ

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।