meera-umap-singing-in-the-change-or

Aurangabad, Maharashtra

Apr 14, 2024

ମୀରା ଉମାପ : ପରିବର୍ତ୍ତନରେ ଗାଉଛନ୍ତି ଗୀତ

ମାତଙ୍ଗ ସମ୍ପ୍ରଦାୟର ଗୋଟିଏ ଛୋଟ ଝିଅ ମହାରାଷ୍ଟ୍ରର ବିଭିନ୍ନ ଗାଁରେ ନିଜ ମା’-ବାପାଙ୍କ ସହିତ ଗୀତ ଗାଇ ଗାଇ ଭିକ୍ଷା ମାଗୁଛି ଏବଂ ବଡ଼ ହୋଇ ଜଣେ ବିପ୍ଳବୀ ଶାହିର୍‌ ହେବାକୁ ଚାହୁଁଛି । ସେ ‘ଦିମଡି’ ନାମକ ଛୋଟିଆ ତାଳବାଦ୍ୟ ବଜାଇବା ସହିତ ଭୀମ ଗୀତ ଗାଉଛନ୍ତି ଏବଂ ବାବାସାହେବଙ୍କ ବାର୍ତ୍ତା ପ୍ରଚାର କରୁଛନ୍ତି । ୧୪ ଏପ୍ରିଲ, ୨୦୨୪ରେ ଆମ୍ବେଦକର ଜୟନ୍ତୀ ଅବସରରେ ଏଠାରେ ତାଙ୍କର କାହାଣୀ ବର୍ଣ୍ଣନା କରାଯାଇଛି

Want to republish this article? Please write to [email protected] with a cc to [email protected]

Author

Keshav Waghmare

କେଶବ ୱାଘମାରେ ମହାରାଷ୍ଟ୍ରର ପୁଣେଠାରେ ଅବସ୍ଥାପିତ ଜଣେ ଲେଖକ ଓ ଗବେଷକ। ସେ ୨୦୧୨ରେ ଗଠିତ ହୋଇଥିବା ଦଳିତ ଆଦିବାସୀ ଅଧିକାର ଆନ୍ଦୋଳନ (ଡିଏଏଏ)ର ଜଣେ ପ୍ରତିଷ୍ଠାତା ସଦସ୍ୟ ଏବଂ ବହୁ ବର୍ଷ ଧରି ମରାଠୱାଡ଼ା ସମ୍ପ୍ରଦାୟକୁ ନେଇ ଅଧ୍ୟୟନ ଜାରି ରଖିଛନ୍ତି।

Editor

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Illustrations

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।