meeruts-carrom-board-makers-or

Meerut, Uttar Pradesh

Jun 12, 2024

ମିରଟର କ୍ୟାରମ୍‌ ବୋର୍ଡ ନିର୍ମାତା

ଫୁରସତ୍‌ ସମୟରେ କ୍ୟାରମ୍‌ ଖେଳିବାକୁ ସମସ୍ତେ ପସନ୍ଦ କରନ୍ତି, କିନ୍ତୁ ସମସ୍ତେ ଏହାକୁ ଖେଳନ୍ତି ନାହିଁ। ମିରଟରେ କ୍ୟାରମ୍‌ ବୋର୍ଡ ତିଆରି କରୁଥିବା ଲୋକଙ୍କ ପାଇଁ ଏହି ଖେଳ କାମ, ଶାରୀରିକ ଶ୍ରମ, ସମୟ ନେଉଥିବା ବିଶେଷ କୌଶଳ ଏବଂ ଦୈନିକ ଆୟର ଉତ୍ସ ଅଟେ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Shruti Sharma

ଶ୍ରୁତି ଶର୍ମା ଜଣେ ଏମଏମଏଫ୍ ପରୀ ବ୍ୟକ୍ତିତ୍ୱ (୨୦୨୨-୨୦୨୩)। ସେ କୋଲକାତାର ସେଣ୍ଟର ଫର୍ ଷ୍ଟଡିଜ୍ ଇନ୍ ସୋସିଆଲ୍ ସାଇନ୍ସରେ ଭାରତରେ କ୍ରୀଡା ସାମଗ୍ରୀ ନିର୍ମାଣର ସାମାଜିକ ଇତିହାସ ସଂପର୍କରେ ପିଏଚଡି କରିବା ଦିଗରେ କାମ କରୁଛନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।