mohamad-the-sieve-maker-of-ahmedabad-or

Ahmedabad, Gujarat

Dec 23, 2023

ଅହମଦାବାଦର ଚାଲୁଣୀ କାରିଗର ମହମଦ

ବିଭିନ୍ନ ଶସ୍ୟ ଓ ଅଟାକୁ ଚଲେଇ ପରିଷ୍କାର କରିବାରେ ବ୍ୟବହୃତ ଚାଲୁଣୀର ଜଣେ କାରିଗରଙ୍କ ନିତିଦିନିଆ ଜୀବନର କାହାଣୀ । ଗୁଜରାଟରେ ଏକ ସ୍ମାର୍ଟ ସିଟି ଉପକଣ୍ଠରେ ରହୁଥିବା ଏହି କାରିଗରଙ୍କ ଦିନ କଟୁଛି ଜୀବନ ସଂଘର୍ଷରେ

Want to republish this article? Please write to [email protected] with a cc to [email protected]

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Author

Umesh Solanki

ଉମେଶ ସୋଲାଙ୍କୀ ଅହମ୍ମଦାବାଦରେ ଅବସ୍ଥାପିତ ଜଣେ ଫଟୋଗ୍ରାଫର, ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା ଏବଂ ଲେଖକ, ସେ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେ ଯାଯାବରଙ୍କ ଭଳି ଜୀବନକୁ ଭଲ ପାଆନ୍ତି। ତାଙ୍କର ସୃଜନଶୀଳ କୃତି ମଧ୍ୟରେ ରହିଛି କେତେଗୁଡ଼ିଏ କବିତା ସଙ୍କଳନ, ଗୋଟିଏ କବିତା ଉପନ୍ୟାସ, ଗୋଟିଏ ଉପନ୍ୟାସ ଏବଂ ବାସ୍ତବଧର୍ମୀ ସୃଜନଶୀଳ କାହାଣୀ ସଂଗ୍ରହ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।