no-crime-only-punishment-or

Jehanabad, Bihar

Aug 02, 2023

ବିନା ଅପରାଧରେ ଦଣ୍ଡ

ଜହାନାବାଦ ଜିଲ୍ଲାରେ, ପଛୁଆ ସମୁଦାୟ ଭାବେ ପରିଗଣିତ ମୁସହାରମାନଙ୍କୁ ମଦନିଷେଧ ଆଇନ ସଂକ୍ରାନ୍ତ ମାମଲାରେ ଛନ୍ଦି ଦିଆଯାଏ। ଏହାପରେ ଚାଲୁଥିବା ଆଇନଗତ ପ୍ରକ୍ରିୟା ବେଶ୍‌ ମହଙ୍ଗା ହୋଇଥାଏ ଏବଂ ସମ୍ପୂର୍ଣ୍ଣ ପରିବାର ଉପରେ ଏହାର ବୋଝ ପଡ଼ିଥାଏ

Editor

Devesh

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Umesh Kumar Ray

ଉମେଶ କୁମାର ରାଏ ହେଉଛନ୍ତି ଜଣେ ‘ପରୀ’ ଫେଲୋ (୨୦୨୨)। ସେ ବିହାରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଯେ କି ସମାଜର ଅବହେଳିତ ବର୍ଗଙ୍କ ଉପରେ ଲେଖାଲେଖି କରନ୍ତି।

Editor

Devesh

ଦେବେଶ ଜଣେ କବି, ସାମ୍ବାଦିକ, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକ। ସେ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆରେ ହିନ୍ଦୀ ଭାଷା ସମ୍ପାଦକ ଓ ହିନ୍ଦୀ ଅନୁବାଦ ସମ୍ପାଦକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।