no-one-listens-to-the-radio-anymore-or

Vaishali, Bihar

Feb 05, 2025

‘ଆଉ କେହି ରେଡିଓ ଶୁଣୁନାହାନ୍ତି’

ବିହାର ବୈଶାଳୀ ଜିଲ୍ଲାର ଜଣେ ବୟସ୍କ ଦଳିତ ମହିଳା ବିଶ୍ୱାସ କରନ୍ତି ଯେ ବଜେଟ୍ ହେଉଛି ଧନୀ ଲୋକଙ୍କ ଖେଳ। ସେ ସରକାରଙ୍କଠାରୁ ଯାହା ଚାହୁଁଛନ୍ତି ତାହା ହେଉଛି ଏକ ନିୟମିତ ଆୟ

Want to republish this article? Please write to [email protected] with a cc to [email protected]

Author

Umesh Kumar Ray

ଉମେଶ କୁମାର ରାଏ ହେଉଛନ୍ତି ଜଣେ ‘ପରୀ’ ଫେଲୋ (୨୦୨୨)। ସେ ବିହାରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଯେ କି ସମାଜର ଅବହେଳିତ ବର୍ଗଙ୍କ ଉପରେ ଲେଖାଲେଖି କରନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।