on-the-wings-of-a-winter-bird-or

Kachchh, Gujarat

Nov 11, 2023

ଶିଶିର ପକ୍ଷୀର ଡେଣାରେ

ଏହା କଚ୍ଛ ଅଞ୍ଚଳରେ ବାହାଘର ବେଳେ ଜଣେ ନାରୀର ଜୀବନକୁ ଗୋଟିଏ ପରଦେଶୀ ସାରସୀ ପକ୍ଷୀ ସହ ତୁଳନା କରି ବୋଲା ଯାଉଥିବା ଏକ ଲୋକପ୍ରିୟ ଗୀତ

Want to republish this article? Please write to [email protected] with a cc to [email protected]

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Illustration

Atharva Vankundre

ଅଥର୍ବ ବନକୁନ୍ଦ୍ରେ ମୁମ୍ବାଇର ଜଣେ ଚିତ୍ରକର ଏବଂ କାହାଣୀକାର। ସେ ଜୁଲାଇରୁ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ PARIରେ ଇଣ୍ଟର୍ନ ଭାବେ କାର୍ଯ୍ୟ କରିସାରିଛନ୍ତି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।