one-migrant-morning-in-bengaluru-or

Bangalore, Karnataka

Feb 06, 2025

ବେଙ୍ଗାଲୁରୁରେ ପ୍ରବାସୀଙ୍କ ଗୋଟିଏ ସକାଳ

ସେମାନଙ୍କ ଘର ଉତ୍ତର ପ୍ରଦେଶ ଏବଂ ବିହାରରେ, ସେମାନେ କର୍ଣ୍ଣାଟକରେ ଅର୍ଦ୍ଧ-କୁଶଳୀ ଓ ଅଣକୁଶଳୀ ଶ୍ରମିକ ଏବଂ ଉଠାଦୋକାନୀ ଭାବେ କାମ କରନ୍ତି। ସେମାନଙ୍କ ମଧ୍ୟରୁ କେହି କେବେ ଟିକସ ପରିଧି ମଧ୍ୟକୁ ଆସିନାହାନ୍ତି

Want to republish this article? Please write to [email protected] with a cc to [email protected]

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।