one-seed-at-a-time-or

Yavatmal, Maharashtra

Mar 08, 2025

ଥରକରେ ଗୋଟିଏ ମଞ୍ଜି

ମହାରାଷ୍ଟ୍ରରେ କୃଷି ପ୍ରତିକୂଳ ଅଞ୍ଚଳର ନାମମାତ୍ର ମହିଳା ଚାଷୀମାନେ ଏଗରୋକୋଲୋଜି (କୃଷି- ପର୍ଯ୍ୟାବରଣ) ଆଧାରରେ ଚାଷ କରିବା ପାଇଁ ନୂଆ ଧରଣର ବ୍ୟବସ୍ଥା ଆପଣାଉଛନ୍ତି। ୮ ମାର୍ଚ୍ଚ, ୨୦୨୫ରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ‘ପରୀ’ର ଏହି ଚଳଚ୍ଚିତ୍ର

Translator

OdishaLIVE

Text Editor

PARI Desk

Want to republish this article? Please write to [email protected] with a cc to [email protected]

Author

Kavita Carneiro

କବିତା କାର୍ଣ୍ଣେରିଓ ପୁଣେର ଜଣେ ନିରପେକ୍ଷ ଚଳଚ୍ଚିତ୍ର ନିର୍ମାତା ଏବଂ ସେ ଗତ ଏକ ଦଶନ୍ଧି ଧରି ସାମାଜିକ ପ୍ରଭାବ ସୃଷ୍ଟିକାରୀ ଚଳଚ୍ଚିତ୍ର ନିର୍ମାଣ କରିଆସୁଛନ୍ତି । ତାଙ୍କର ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରେ ଜାଫର ଓ ଟୁଡୁ ଶୀର୍ଷକ ଫିଚର-ସଦୃଶ ଦୀର୍ଘ ଏକ ପ୍ରମାଣିକ ଚଳଚ୍ଚିତ୍ର ରହିଛି ଯାହା ରଗବୀ ଖେଳାଳୀଙ୍କୁ ନେଇ ପ୍ରସ୍ତୁତ । ସେ ପ୍ରସ୍ତୁତ କରିଥିବା ସଦ୍ୟତମ ଚଳଚ୍ଚିତ୍ର ହେଉଛି କାଳେଶ୍ୱରମ ଯାହାକି ବିଶ୍ୱର ସବୁଠୁ ବଡ଼ ଉଠା ଜଳସେଚନ ପ୍ରକଳ୍ପ ଉପରେ କେନ୍ଦ୍ରିତ ।

Text Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।